ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୨୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

6/10/2021 at 6:57 PM

ଭୁବନେଶ୍ବର ୦୬/୧୦ : ରାଜ୍ୟରେ ସୁସ୍ଥ ହେଲେ ଆଉ ୪୨୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୧୬ ହଜାର ୫୯୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୬୨ ଜଣ ରହିଛନ୍ତି ।

   Related Posts