ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୯୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

24/09/2021 at 8:13 PM

ଭୁବନେଶ୍ବର ୨୪/୦୯ : ରାଜ୍ୟରେ ସୁସ୍ଥ ହେଲେ ଆଉ ୪୯୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୯ ହଜାର ୫୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୦୯ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୩୧୩୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୨୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୭ ଜଣ ପଜିଟିଭ ରହିଛନ୍ତି ।

   Related Posts