AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ:୨୪ ଘଣ୍ଟାରେ ଦୁଇ ଦୁଇ ଥର ଚଢାଉ, ଦେଢ଼ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ
  • ||
  • ଝାରସୁଗୁଡା: ନବଦାସ ହତ୍ୟା ଘଟଣା, ଅଭିଯୁକ୍ତ ଗୋପାଳର ହେବ ନାର୍କୋ ଟେଷ୍ଟ
  • ||
  • ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବୋମାମାଡ ଘଟଣା, ଦୁଇ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ଆନନ୍ଦପୁର: ମହୁମାଛି ଆକ୍ରମଣରେ ୧୫ରୁ ଅଧିକ ଆହତ, ଜୀବନ ବଞ୍ଚାଇବାକୁ ଦୌଡିଲେ ଲୋକେ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସିବେ ଅମିତ୍ ଶାହା, ବୁଥ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ଭୁବନେଶ୍ୱର: କମୁଛି ଶୀତ, ବଢୁଛି ତାତି: ଟ୍ୱିନସିଟିରେ ପାରଦ ଉପରମୁହାଁ
  • ||

ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର, ଖୋଲିଲା ଆଉ ୫ଟି ଗେଟ୍

16/08/2022 at 4:30 PM

ଭୁବନେଶ୍ବର ୧୬।୮: ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢୁଛି । ଫଳରେ ହୀରାକୁଦ ଜଳଭଣ୍ଡାରର ଆଉ ୫ଟି ଗେଟ୍ ଖୋଲାଯାଇଛି । ଏହାକୁ ମିଶାଇ ମୋଟ୍ ୩୧ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ତେବେ ରାତି ୯ଟା ସୁଦ୍ଧା ଆଉ ୯ଟି ଗେଟ୍ ଖୋଲିବାର ସମ୍ଭାବନା ରହିଛି । ତେବେ ହୀରାକୁଦ ଜଳ ଭଣ୍ଡାରର ମୋଟ୍ ୪୦ଟି ଗେଟ୍ ଖୋଲିବା ନେଇ ସୂଚନା ରହିଛି ।

   Related Posts