Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୫୭ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

5/10/2021 at 8:51 PM

ଭୁବନେଶ୍ବର ୦୫/୧୦ : ରାଜ୍ୟରେ ସୁସ୍ଥ ହେଲେ ଆଉ ୫୫୭ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୧୬ ହଜାର ୧୬୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୦୩ ଜଣ ରହିଛନ୍ତି ।

   Related Posts