oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

21/09/2021 at 7:37 PM

ଭୁବନେଶ୍ବର୨୧/୦୯ : ରାଜ୍ୟରେ ସୁସ୍ଥ ହେଲେ ଆଉ ୫୬୦ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୮ ହଜାର ୨୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୩୬ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୧୨୧୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୦ ଜଣ ପଜିଟିଭ ରହିଛନ୍ତି ।

   Related Posts