ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

2/10/2021 at 8:40 PM

ଭୁବନେଶ୍ବର ୦୨/୧୦ : ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୧୪ ହଜାର ୪୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୮୩ ଜଣ ରହିଛନ୍ତି ।

   Related Posts