ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

4/10/2021 at 6:54 PM

ଭୁବନେଶ୍ବର ୦୪/୧୦ : ରାଜ୍ୟରେ ସୁସ୍ଥ ହେଲେ ଆଉ ୫୯୦ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୧୫ ହଜାର ୬୦୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୭୧ ଜଣ ରହିଛନ୍ତି ।

   Related Posts