ଭୁବନେଶ୍ବର ୦୯/୧୦ : ରାଜ୍ୟରେ ସୁସ୍ଥ ହେଲେ ଆଉ ୫୯୭ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୧୮ ହଜାର ୩୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୮୬ ଜଣ ରହିଛନ୍ତି ।
wp:embed {"url":"https://twitter.com/HFWOdisha/status/1446817872706113542","type":"rich","providerNameSlug":"twitter","responsive":true} /wp:embed wp:embed {"url":"https://twitter.com/HFWOdisha/status/1446817875075874826","type":"rich","providerNameSlug":"twitter","responsive":true} /wp:embedଆମ ପାଇଁ ରାସ୍ତା ନାହିଁ କି ପାଣି ନାହିଁ, ଭୋଟ ଦେବୁନି...