ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୯୭ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

9/10/2021 at 7:40 PM

ଭୁବନେଶ୍ବର ୦୯/୧୦ : ରାଜ୍ୟରେ ସୁସ୍ଥ ହେଲେ ଆଉ ୫୯୭ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୧୮ ହଜାର ୩୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୮୬ ଜଣ ରହିଛନ୍ତି ।

   Related Posts