Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଷାନ୍‌ କିଷାନ୍‌ଙ୍କ ଜବରଦସ୍ତ ବ୍ୟାଟିଂ, ଦିନିକିଆ କ୍ରିକେଟ୍‌ରେ ହାସଲ କଲେ ପ୍ରଥମ ଦ୍ୱିଶତକ
  • ||
  • ଭୁବନେଶ୍ୱର: ଅର୍ଚ୍ଚନା ନାଗ ଗିରଫ ମାମଲା, କୋର୍ଟଙ୍କ ଅନୁମତି ପରେ ତଥ୍ୟ ଦେଲା ଖଣ୍ଡଗିରି ପୋଲିସ
  • ||
  • ଭୁବନେଶ୍ୱର: ‘ମାଣ୍ଡସ୍’ ପ୍ରଭାବ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା
  • ||
  • ନୟାଗଡ: ଫତେଗଡ ଥାନା ପୋଲିସକୁ ସଫଳତା, ଧରାପଡିଲେ ଦୁଇ ଆନ୍ତରାଜ୍ୟ ଲୁଟେରା
  • ||
  • ଭୁବନେଶ୍ୱର: ରିମାଣ୍ଡର ୬ ଦିନ ପରେ ବି ମୁହଁ ଖୋଲୁନାହାଁନ୍ତି ଅର୍ଚ୍ଚନା, ପଚାରି ପଚାରି ହାଲିଆ ଇଡି
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୫୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

27/09/2021 at 7:30 PM

ଭୁବନେଶ୍ବର ୨୭/୦୯ : ରାଜ୍ୟରେ ସୁସ୍ଥ ହେଲେ ଆଉ ୬୫୩ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୧୧ ହଜାର ୪୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୨୦ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୪୭୬୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୯ ଜଣ ପଜିଟିଭ ରହିଛନ୍ତି ।

   Related Posts