Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୯୨୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

20/08/2021 at 8:30 PM

ଭୁବନେଶ୍ବର ୨୦/୦୮ : ରାଜ୍ୟରେ ସୁସ୍ଥ ହେଲେ ଆଉ ୯୨୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୮୩ ହଜାର ୨୪୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୬୪ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୯୧୭୩ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୭୪ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୧୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୮ଜଣ ପଜିଟିଭ ରହିଛନ୍ତି ।

   Related Posts