ପିଏମ୍‌ ଆବାସରେ ପୁଣି ବଡ଼ ବୈଠକ: ମୋଦୀଙ୍କୁ ଭେଟିଲେ ସିଡିଏସ

Published By : Prameya-News7 Bureau | May 10, 2025 IST

News7

ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ଉତ୍ତେଜନା ସ୍ଥିତିରେ ମୋଦୀଙ୍କୁ ଭେଟିଲେ ସିଡିଏସ। ତିନି ସଶସ୍ତ୍ର ବାହିନୀର ମୁଖ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ବାସଭବନରେ ହେବାକୁ ଥିବା ଏହି ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ସିଡିଏସ୍ ଅନିଲ ଚୌହାନ ମଧ୍ୟ ଉପସ୍ଥିତ ଅଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ପୂର୍ବରୁ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ସହ ଏକ ବୈଠକ କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.