ବିଦେଶୀ ପର୍ଯ୍ୟଟକଙ୍କ ମୃତ୍ୟୁ; ଛାତରୁ ଡେଇଁ କଲେ ଆତ୍ମହତ୍ୟା
24/12/2022 at 9:15 PM

ରାୟଗଡା ୨୪/୧୨: ଆଉ ଜଣେ ବିଦେଶୀ ପର୍ଯ୍ୟଟକଙ୍କ ମୃତ୍ୟୁ। ରାୟଗଡ଼ାରେ ଏକ ହୋଟେଲ ଛାତରୁ ଡେଇଁ ରୁଷ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ପର୍ଯ୍ୟଟକଙ୍କ ନାଁ ହେଉଛି ଆଣ୍ଟୋଭା ପାଭେଲ। ସେ ଆତ୍ମହତ୍ୟା କରିଥିବା ଅନୁମାନ କରୁଛି ପୁଲିସ। ଗତକାଲି ଅନ୍ୟ ଜଣେ ରୁଷ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିଲା।
Related Posts
ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ; ଡାକ୍ତରୀ ମାଇନା ପରେ ଅଭିଯୁକ୍ତ ଗିରଫ
31 January 2023
ବେଆଇନ୍ ଭାବେ ଟ୍ରକ୍ ଜବତ କରି ୬୦ ହଜାର ତଣ୍ଡ ଗଣିଲା ଫାଇନାନ୍ସ କମ୍ପାନୀ
31 January 2023
ଗାଡି ପଛରେ ହନୁମାନଙ୍କୁ ବାନ୍ଧିନେଲେ, ଭାଇରାଲ ହେଲା ଭିଡିଓ
31 January 2023