ଆସୁଛି ବଡ଼ ବର୍ଷା, ନଭେମ୍ବର ୧୪ରେ ଲଘୁଚାପ !

ଭୁବନେଶ୍ୱର ୧୧।୧୧ : ଶୀତ ଦିନରେ ଆସୁଛି ବଡ଼ ବର୍ଷା । ଆସନ୍ତା ୧୪ନଭେମ୍ବର ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୬ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତର ରୂପ ନେବାର ସମ୍ଭାବନା ରହିଛି। . #୧୪ନଭେମ୍ବର ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ #ଲଘୁଚାପ କ୍ଷେତ୍ର ସୃଷ୍ଟି … Continue reading ଆସୁଛି ବଡ଼ ବର୍ଷା, ନଭେମ୍ବର ୧୪ରେ ଲଘୁଚାପ !