Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ଅନୁଭବଙ୍କ ଆଉ ଏକ ଭିଡିଓ : କହିଲେ- ମତେ ମାରି ସାରିଲଣି, ଆଉ ମରିବାକୁ ନେଇ ଡରାଅ ନାହିଁ..

7/06/2022 at 9:22 AM

କଟକ ୦୭।୦୬ : ପୁଣି ସାମ୍ନାକୁ ଆସିଲା ଅନୁଭବଙ୍କ ଆଉ ଏକ ଭିଡିଓ । ନିଜର ୟୁଟ୍ୟୁବ ଚ୍ୟାନେଲ୍‌ ମାଧ୍ୟମରେ ଏହି ଭିଡିଓଟିକୁ ଅପଲୋଡ଼ କରିଛନ୍ତି ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି । ଭିଡିଓରେ ଅନୁଭୁବ ଫ୍ୟାନ୍ସମାନଙ୍କୁ ନିଜେ ରହୁଥିବା ରୁମ୍‌ ବୁଲି ବୁଲି ଦେଖାଇବା ସହ ତାଙ୍କ ଜୀବନଶୈଳୀ ସଂପର୍କରେ କହିଛନ୍ତି । ଏହି ସମୟରେ ସେ ପରିବାର ସହ ବିତାଇଥିବା ଖୁସିର ମୁହୁର୍ତ୍ତ ସମ୍ପର୍କରେ ଜଣାଇଛନ୍ତି ।

ଏପିରିକି ତାଙ୍କ ରୁମ୍‌ରେ ଲାଗିଥିବା କିଛି ଫଟୋ ଫ୍ରେମ୍‌ ମଧ୍ୟ ଦେଖାଇଥିଲେ । ଭିଡିଓରେ କାହାର ଇମୋସନ ସହ ନଖେଳିବାକୁ ଅନୁରୋଧ କରିଛନ୍ତି ଅନୁଭବ । ମୁଁ ବୋହୁତ ବୋଝ ନେଲିଣି । ମତେ ମାରି ସାରିଲଣି  । ଆଉ ମରିବାକୁ ନେଇ ଡରାଅ ନାହିଁ  । ଆଇନ ଉପରେ ମୋର ଯଥେଷ୍ଟ ଭରସା ଅଛି  । ଆଇନକୁ ମୁଁ ବିଶ୍ବାସ କରେ । ମୁଁ ଏବଂ ମୋ ପରିବାର ପୁଣି ଥରେ ନୂଆ ସୂର୍ଯ୍ୟଦୋୟ ଦେଖିବ ବୋଲି ଆଶା କରୁଛି ।

ସୂଚନାଯୋଗ୍ୟ ଯେ, କିଛି ଦିନ ତଳେ କୋର୍ଟ ଉଭୟ ବର୍ଷା ଓ ଅନୁଭୁବଙ୍କୁ ତାଗିଦ୍‌ କରିଥିଲେ । ସୋସିଆଲ୍‌ ମିଡିଆରେ ଉଭୟ ମନ୍ତବ୍ୟ ନଦେବାକୁ କୋର୍ଟ କହିଥିଲେ । ଏପିରିକି କେହି କାହା ବିରୋଧରେ ମନ୍ତବ୍ୟ ନଦେବାକୁ ମାନ୍ୟବର କୋର୍ଟ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।

   Related Posts