ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ଅର୍ଚ୍ଚନା ମାମଲାରେ ୨୪ ଶହ ପୃଷ୍ଠାର ଚାର୍ଜସିଟ୍‌, ଦାଖଲ କଲା ଖଣ୍ଡଗିରି ପୋଲିସ

2/02/2023 at 1:35 PM

ଭୁବନେଶ୍ୱର ୦୨।୦୨ : ଲେଡି ବ୍ଲାକମେଲ୍‌ର ଅର୍ଚ୍ଚନା ନାଗ ଗିରଫ ଘଟଣା । ଅର୍ଚ୍ଚନା ଓ ସ୍ୱାମୀ ଜଗବନ୍ଧୁଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିବ ଖଣ୍ଡଗିରି ଥାନା ପୋଲିସ । ପ୍ରାୟ ୨୪୦୦ ପୃଷ୍ଠାର ଚାର୍ଜସିଟ ଦାଖଲ ହେବ । ଏହି ଚାର୍ଜସିଟରେ ଅର୍ଚ୍ଚନା ନାଗଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଯାଇଛି ।

ଖବର ଅନୁଯାୟୀ, ଅକ୍ଟୋବର ୬ ତାରିଖରେ ଅର୍ଚ୍ଚନାଙ୍କୁ ଗିରଫ କରିଥିଲା ଖଣ୍ଡଗିରି ଥାନା ପୋଲିସ । ହନିଟ୍ରାପ ଜରିଆରେ ଲୋକଙ୍କୁ ବ୍ଲାକମେଲିଂ କରୁଥିବା ନେଇ ଅଭିଯୋଗ ହୋଇଥିଲା । ଯାହାର ତଦନ୍ତ କରୁଛି କମିଶନରେଟ୍‌ ପୋଲିସ ପୂର୍ବରୁ ଅର୍ଚ୍ଚନାଙ୍କ ବିରୁଦ୍ଧରେ ନୟାପଲ୍ଲୀ ଥାନା ପୋଲିସ ଚାର୍ଜସିଟ ଦାଖଲ କରିଥିଲା । ଖଗେଶ୍ବର ନାଁରେ କୌଣସି ଅଭିଯୋଗ ନାହିଁ ।

ସୂଚନାଯୋଗ୍ୟ ଯେ, ଅର୍ଚ୍ଚନା ନାଗ ବ୍ଲାକମେଲିଂ ଓ ଅର୍ଥ ହେର୍‌ଫେର୍‌ ମାମଲାରେ ତଦନ୍ତ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱରଙ୍କୁ ଜେରା କରିସାରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ତଥାପି ସେମାନଙ୍କ ଠାରୁ କୌଣସି ସଠିକ୍‌ ସୂଚନା ପାଇନାହିଁ ଇଡି ।

   Related Posts