Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ତନାଘନା, ଗୁଳିମାଡ଼ ସ୍ଥାନରେ ମେଟାଲ ଡିଟେକ୍ଟର ଯାଞ୍ଚ
  • ||
  • କଟକ: ସବ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ, ରେକର୍ଡ ରୁମ୍‌ରେ ଲାଗିଲା ନିଆଁ
  • ||
  • ଭୁବନେଶ୍ୱର: ଜେଲ୍‌ରେ ପରୀକ୍ଷା ଦେବେ ଅର୍ଚ୍ଚନା, ଅନୁମତି ଦେଇଥିଲେ କୋର୍ଟ
  • ||

ଅର୍ଚ୍ଚନାଙ୍କୁ ଝଟ୍‌କା, ଜାମିନ ଆବେଦନ ଖାରଜ କଲେ କୋର୍ଟ

30/11/2022 at 3:12 PM

ଭୁବନେଶ୍ୱର ୩୦।୧୧ : ଅର୍ଚ୍ଚନାଙ୍କୁ ଝଟ୍‌କା । ଜାମିନ ଆବେଦନ ଖାରଜ କଲେ କୋର୍ଟ । ଭୁବନେଶ୍ୱର ନୟାପଲ୍ଲୀ ଥାନା ମାମଲାରେ ଜାମିନ ଆବେଦନ ଖାରଜ ହୋଇଛି । ଜାମିନ ଆବେଦନ ଖାରଜ କଲେ ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜ୍ କୋର୍ଟ ।

ଖବର ଅନୁଯାୟୀ, ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ମାମଲାକୁ ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜ କୋର୍ଟଙ୍କୁ ସ୍ଥାନାନ୍ତର କରାଯାଇଥିଲା । ଗତ ୨୮ ତାରିଖରେ ଜିଲ୍ଲା ଓ ଦୌରା ଜଜ୍ କୋର୍ଟରେ ହୋଇଥିଲା ଉଭୟ ପକ୍ଷରୁ ଶୁଣାଣି । ଶେଷରେ ବୁଧବାର ଅର୍ଚ୍ଚନାଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି କୋର୍ଟ ।

ସୂଚନାଯୋଗ୍ୟ ଯେ, ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗର କଳାସାମ୍ରାଜ୍ୟରେ ବ୍ୟବହୃତ କଳା ଟଙ୍କାର ଖିଅ ଖୋଜୁଛି ଇଡି । ଏହିକ୍ରମରେ ଏବେ ନାଗ ଦମ୍ପତ୍ତିଙ୍କୁ ରିମାଣ୍ଡରେ ନେଇପାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏନେଇ ଇଡି ପକ୍ଷରୁ କୋର୍ଟରେ ୧୦ ଦିନିଆ ରିମାଣ୍ଡ ଆବେଦନ ହୋଇପାରେ ।

   Related Posts