ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ, ଆର୍ଥିକ କାରବାର ନେଇ ହୋଇପାରେ ଜେରା
6/12/2022 at 10:14 AM

ଭୁବନେଶ୍ୱର ୦୬/୧୨: ବ୍ଲାକମେଲିଂ କୁଇନ୍ ଅର୍ଚ୍ଚନା ନାଗ ଗିରଫ ମାମଲା । ଇଡିରେ ହାଜର ହେଲେ ଆରକିଟେକ୍ଟ ରଞ୍ଜିତ ବେହେରା । ରଞ୍ଜିତ ଅର୍ଚ୍ଚନାଙ୍କ ଘର ବିଡିଏ ଆପ୍ରୁଭାଲ ଠାରୁ ଆରମ୍ଭ କରି ଡିଜାଇନ୍ କରିଥିଲେ ।
ରଞ୍ଜିତଙ୍କ ଆକାଉଣ୍ଟରୁ ଅର୍ଚ୍ଚନାଙ୍କ ଆକାଉଣ୍ଟକୁ ଆର୍ଥିକ କାରବାର ହୋଇଥିବା ସୂଚନା । ସେହି ଟଙ୍କା କାରବାର ନେଇ ହୋଇପାରେ ଜେରା । ତେବେ ଆଶ୍ଚର୍ଯ୍ୟର କଥା ଅର୍ଚ୍ଚନାଙ୍କ ଘର ଡିଜାଇନ ପାଇ ତୁର୍କୀରୁ ଆସିଥିଲା ଘର ସଜ୍ଜାର ସୌଖିନ ସାମଗ୍ରୀ । ଏସବୁ ପ୍ରସଙ୍ଗରେ ରଞ୍ଜିତଙ୍କୁ ଜେରା କରିପାରନ୍ତି ତଦନ୍ତକାରୀ ଅଧିକାରୀ ।
Related Posts
ଭୁବନେଶ୍ୱରରେ ଜଳିଗଲା ଏଟିଏମ୍, ଅଗ୍ନିଶମ ବାହିନୀର ଛାନ୍ଭିନ୍
7 February 2023
କନ୍ଧମାଳ ପୋଲିସକୁ ସଫଳତା, ଚୋରି ସାମଗ୍ରୀ ଜବତ, ୫ ଗିରଫ
6 February 2023