oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସ୍ଥଳସେନା ମୁଖ୍ୟ ଜେନେରାଲ୍ ବିପିନ ରାଓ୍ବତ

27/02/2019 at 6:57 PM

ନୂଆଦିଲ୍ଲୀ ୨୭/୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ଥଳସେନା ମୁଖ୍ୟ ଜେନେରାଲ ବିପିନ ରାଓ୍ବତ ଭେଟିଛନ୍ତି। ଭାରତ ଏବଂ ପାକିସ୍ତାନର ସ୍ଥିତିକୁ ନେଇ ଆଲୋଚନା ଜାରି ରହିବ। ଜାମ୍ମୁ-କାଶ୍ମୀରରେ ଲଢ଼ୁଆ ବିମାନ ଦ୍ବାରା ଭାରତୀୟ ବାୟୁ ସୀମା ଉଲ୍ଲଙ୍ଘନ କରିବା ସତ୍ତ୍ବେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ସୁରକ୍ଷା ସୂଚନା ଦିଆଯାଇଥିଲା।

ପାକିସ୍ତାନୀ ଭାରତୀୟ ବାୟୁସେନାର ପାଇଲଟ ଅଭିନନ୍ଦନଙ୍କୁ ନିଜ କବଜାରେ ରଖିଛି।  ଭାରତ-ପାକ୍ ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ଆଜତ ସକାଳେ ଗୁରୁତ୍ବପୂର୍ଣ୍ଣ ବୈଠକ ଚାଲିଥିଲା । ବୈଠକରେ ଗୃହମନ୍ତ୍ରୀ ରାଜନାଥ ସିଂହ, ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ, ଏନଏସଏ ସାମିଲ ହୋଇଥିଲେ । ବୈଠକରେ ଗୁଇନ୍ଦା ବିଭାଗର ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ । ବୈଠକରେ ଭାରତ-ପାକିସ୍ତାନ ସୀମା ସ୍ଥିତି ନେଇ ଗୁରୁତ୍ବପୂର୍ଣ୍ଣ ଆଲୋଚନା ଚାଲିଥିଲା ।

   Related Posts