ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ଜିଲ୍ଲାପାଳଙ୍କ ବିରୋଧରେ ଆରେଷ୍ଟ ୱାରେଣ୍ଟ ଜାରି କଲେ ଜାତୀୟ ଜନଜାତି କମିଶନର

23/10/2022 at 6:14 PM

ନୂଆଦିଲ୍ଲୀ I ରାୟଗଡ଼ା ୨୩/୧୦: ରାୟଗଡ଼ା ଜିଲ୍ଲାପାଳ ସ୍ଵଧା ଦେବ୍‌ ସିଂହଙ୍କ ବିରୋଧରେ ଜାତୀୟ ଜନଜାତି କମିଶନର ଆରେଷ୍ଟ ୱାରେଣ୍ଟ ଜାରି କରିଛନ୍ତି। ଅକ୍ଟୋବର ୨୭ ଦିନ ୧୧ଟାରେ ତାଙ୍କୁ ଜାତୀୟ ଜନଜାତି ଆୟୋଗ କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। କମିଶନର ଏନେଇ ପୋଲିସ ଡିଜି ସୁନିଲ କୁମାର ବଂଶଲଙ୍କୁ ଚିଠି ଲେଖିଛନ୍ତି। ସୂଚନା ଥାଉକି, ରାୟଗଡ଼ା ଜିଲ୍ଲର କାଶିପୁର ବ୍ଲକ ଅନ୍ତର୍ଗତ ଦ୍ଵିମୁଣ୍ଡି ଗାଆଁର ଆଦିବାସୀମାନେ ଉତ୍କଳ ଆଲୁମିନା ପ୍ରକଳ୍ପ ପାଇଁ ହେଉଥିବା ସମସ୍ୟା ପାଇଁ ଜାତୀୟ ଜନଜାତି ଆୟୋଗଙ୍କ ପାଖରେ ଅଭିଯୋଗ କରିଥିଲେ। ଏହା ପୂର୍ବରୁ ତାଙ୍କୁ ୩ ଥର ସମନ କରାଯାଇଥିଲେ ମଧ୍ୟ ସେ ହାଜର ହୋଇ ନଥିବାରୁ ଆୟୋଗ ଆରେଷ୍ଟ ୱାରେଣ୍ଟ ଜାରି କରିଛନ୍ତି।

ଜାରି ହୋଇଥିବା ଆରେଷ୍ଟ ୱାରେଣ୍ଟ

   Related Posts