oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ବାଲୁକା କଳା ମାଧ୍ୟମରେ ଗଣତନ୍ତ୍ର ଦିବସ ଉପଲକ୍ଷେ ଶୁଭେଚ୍ଛା ବାର୍ତ୍ତା ଦେଲେ ଶିଳ୍ପୀ ମାନସ ସାହୁ

26/01/2022 at 12:15 PM

ପୁରୀ ୨୬।୧: ୭୩ତମ ଗଣତନ୍ତ୍ର ଦିବସ ଉପଲକ୍ଷେ ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି। ଏହି ବାଲୁକା କଳାରେ ମାନସ ଇଣ୍ଡିଆ ଗେଟର ଚିତ୍ରଣ କରିବା ସହ ତ୍ରିରଙ୍ଗାର ଚିତ୍ରଣ କରି ସାରା ଭାରତବାସୀଙ୍କୁ ଗଣତନ୍ତ୍ର ଦିବସର ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଏଥିରେ ସେ “Happy Republic Day”ର ବାର୍ତ୍ତା ଦେଇଛନ୍ତି । ୫ ଫୁଟ ଓସାର ବିଶିଷ୍ଟ ଏହି ବାଲୁକା କଳାକୁ ନିର୍ମାଣ କରିବା ପାଇଁ ମାନସ ସାହୁଙ୍କୁ ୫ଘଣ୍ଟା ସମୟ ଲାଗିଥିଲା । ପୁରୀ ବଳିଆପଣ୍ଡା ନିକଟସ୍ଥ ବେଳାଭୂମିରେ ମାନସ ଏହି ବାଲୁକା କଳାଟିକୁ ନିର୍ମାଣ କରିଛନ୍ତି।

   Related Posts