suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଧ୍ୟପ୍ରଦେଶ ମୁରୈନାରେ ଦୁର୍ଘଟଣା, ଏୟାରଫୋର୍ସର ସୁଖୋଇ-୩୦ ଓ ମିରାଜ୍-୨୦୦୦ ଫାଇଟର ଜେଟ୍ କ୍ରାସ୍
  • ||
  • ଜେରୁଜେଲମ୍‌ରେ ପ୍ରାର୍ଥନାସ୍ଥଳରେ ଆତଙ୍କୀ ହମଲା, ଗୁଳିମାଡ଼ରେ ୮ମୃତ
  • ||
  • କେନ୍ଦୁଝର: ବୋଲେରୋ ଓ ଅଟୋ ମୁହାଁମୁହିଁ ଧକ୍କା, ୩ ମୃତ ଗୁରୁତର
  • ||

ASO ପରୀକ୍ଷା ସ୍ଥଗିତ, ରାଜ୍ୟରେ ବନ୍ୟାସ୍ଥିତିକୁ ଦେଖି ଏପରି ନିଷ୍ପତ୍ତି

18/08/2022 at 12:38 PM

ଭୁବନେଶ୍ୱର ୧୮।୦୮: ASO ପରୀକ୍ଷା ସ୍ଥଗିତ । ଆସନ୍ତା ୨୧ ତାରିଖରେ ହେବାକୁ ଥିବା ASO ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ରାଜ୍ୟରେ ବନ୍ୟା ସ୍ଥିତିକୁ ଦେଖି ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ।

ସେହିପରି ଓପିଏସସିର ପରବର୍ତ୍ତୀ ବିଜ୍ଞପ୍ତିରେ କାର୍ଯ୍ୟସୂଚୀ ପ୍ରକାଶ ପାଇବ। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତେବେ ଖୁବ୍ ଶୀଘ୍ର ପରବର୍ତ୍ତୀ ପରୀକ୍ଷା ତାରିଖ ଘୋଷଣା କରାଯିବ ବୋଲି ସୂଚନା ମିଳିଛି।

   Related Posts