Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାଧିନତା ଦିବସ ଉତ୍ସବରେ ସାମିଲ ହେଲା ଗୁଗଲ, ଡୁଡଲ ମାଧ୍ୟମରେ ଜଣାଇଲା ଶୁଭେଚ୍ଛା
  • ||
  • ଭୂମିକମ୍ପରେ ଥରିଲା ହିମାଚଳ ପ୍ରଦେଶ, ରିକ୍ଟର ସ୍କେଲରେ ତୀବ୍ରତା ୨.୫
  • ||
  • ଅବପାତର ରୂପ ନେଲା ଲଘୁଚାପ, ସୋମବାରଠୁ କମିବ ବର୍ଷା
  • ||
  • ସ୍ୱାଧିନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା, ପ୍ରତିଟି ଭାରତୀୟ ପାଇଁ ଗୌରବର ମୁହୂର୍ତ୍ତ
  • ||
  • ‘ଦୁନିଆରେ ହଜାରେ ବାଘ, କିନ୍ତୁ ଦ୍ରାବିଡ…’ : ଟିମ୍ ଇଣ୍ଡିଆର କୋଚ୍‌ଙ୍କୁ ନେଇ ଟେଲରଙ୍କ ବଡ ବୟାନ
  • ||

ନଭେମ୍ବର ୧୩ରୁ ବିଧାନସଭାର ଶୀତ ଅଧିବେଶନ

24/10/2019 at 7:24 PM

ଭୁବନେଶ୍ୱର ୨୪।୧୦:  ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୧୩ରୁ ଆରମ୍ଭ ହେବ। ବିଧାନସଭା ସଚିବାଳୟ ଗୁରୁବାର ଏହି ସୂଚନା ଦେଇଛନ୍ତି। ଏହି ଅଧିବେଶନ ଡିସେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଧାନସଭାର ଏହି ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ସ୍ଥିରିକୃତ ହୋଇଛି।  

   Related Posts