ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଭିଜିଲାନ୍ସ ଜାଲରେ ସହକାରୀ ମୃର୍ତ୍ତିକା ସଂରକ୍ଷଣ ଅଧିକାରୀ

7/12/2018 at 12:21 PM

କଳାହାଣ୍ଡି ୦୭|୧୨: ଭିଜିଲାନ୍ସ ଜାଲରେ ସହକାରୀ ମୃର୍ତ୍ତିକା ସଂରକ୍ଷଣ ଅଧିକାରୀ । କଳାହାଣ୍ଡି ଜିଲ୍ଲା ସହକାରୀ ମୃର୍ତ୍ତିକା ସଂରକ୍ଷଣ ଅଧିକାରୀ ଧନୁର୍ଜୟ ଧୋବାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ କଳାହାଣ୍ଡି ସ୍ଥିତ କାର୍ଯ୍ୟାଳୟ ଓ ଘର ସମେତ ବିଭିନ୍ନ ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍ । ଏହାସହ ରାୟଗଡା ସିରିଗୁଡା ସ୍ଥିତ ବାସଭବନରେ ମଧ୍ୟ ରେଡ୍ କରୁଛି ଭିଜିଲାନ୍ସର ୩ ଜଣିଆ ଟିମ୍ ।

   Related Posts