ମେଷ- ଭାଗ୍ୟର ପୂର୍ଣ୍ଣ ସମର୍ଥନ ପାଇବେ । ଆପଣଙ୍କ ବିବାହିତ ଜୀବନ ଖୁସି ହେବ । ସ୍ୱାସ୍ଥ୍ୟ ଦୃଷ୍ଟିରୁ ଫିଟ୍ ଅନୁଭବ କରିବେ । ପୁରୁଣା ସାଙ୍ଗମାନଙ୍କୁ ଭେଟିବାର ସୁଯୋଗ ପାଇବେ । ଛାତ୍ରମାନେ ଭଲ ଫଳାଫଳ ପାଇବେ।
ବୃଷ- ଅଧିକ ବ୍ୟୟର ଯୋଗ ରହିଛି । ମନ ଅସୁବିଧାରେ ପଡ଼ିବ । କ୍ରୋଧରୁ ଦୂରେଇ ରୁହନ୍ତୁ। ପରିବାରରେ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ବିଦ୍ୟାର୍ଥୀମାନେ ମିଶ୍ର ଫଳ ପ୍ରାପ୍ତ କରିବେ ।
ମିଥୁନ- ଧାର୍ମିକ କାର୍ଯ୍ୟରେ ଟଙ୍କା ଖର୍ଚ୍ଚ ହେବ । ଚାକିରିରେ ପଦୋନ୍ନତିର ସମ୍ଭାବନା ଅଛି । ଜୀବନସାଥୀଙ୍କ ସହିତ ସମ୍ପର୍କ ଭଲ ହେବ । ଅତ୍ୟଧିକ ପରିଶ୍ରମ ସ୍ୱାସ୍ଥ୍ୟକୁ ନଷ୍ଟ କରିପାରେ । ଟଙ୍କା କାରବାରରେ ସାବଧାନ ରୁହନ୍ତୁ ।
କର୍କଟ- ଅଧିକ ଆୟର ଯୋଗ ରହିଛି । ଦିନଟି ଉତ୍ତମ ଫଳ ଦେବ । ଅର୍ଥ ନିବେଶ ପାଇଁ ଦିନଟି ଖୁବ ଭଲ ରହିଛି । ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଦେଖାଦେଇପାରେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଚାକିରି କ୍ଷେତ୍ରରେ ନୂତନ ପଦବୀ ମିଳିପାରେ ।
ସିଂହ- କର୍ତ୍ତବ୍ୟ ନିଷ୍ଠ ହୋଇ କାର୍ଯ୍ୟ କରିବେ । ଦିନଟିରେ ଦୃଢ଼ ମନା ହୋଇ କାର୍ଯ୍ୟ କରିବେ । ଅଟକିଥିବା କାର୍ଯ୍ୟ ନିଶ୍ଚିତ ଭାବେ ସଂପୂର୍ଣ୍ଣ ହେବ । ଦୂର ସ୍ଥାନକୁ ଯାତ୍ରା କରିବେ । ଯାହା ଲାଭଦାୟକ ପ୍ରମାଣିତ ହେବ ।
କନ୍ୟା- ଦାନ ଧର୍ମ କରି ଦିନଟି କଟିବ । ମନରେ ସାମାନ୍ୟ ବିଷାଦ ସୃଷ୍ଟି ହୋଇପାରେ । ମନ ଖୁସି ହେବ, କିନ୍ତୁ ଧୈର୍ଯ୍ୟ ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ବାର୍ତ୍ତାଳାପରେ ଶାନ୍ତ ରୁହନ୍ତୁ । ବ୍ୟବସାୟ ବିସ୍ତାର ପାଇଁ ପରିବାରରୁ ଆର୍ଥିକ ସହାୟତା ପାଇପାରିବେ ।
ତୁଳା- ଆର୍ଥିକ ସ୍ଥିତିରେ ସୁଧାର ଦେଖାଦେବ । ବ୍ୟବସାୟରେ ଆଶାଠାରୁ ଅଧିକ ଲାଭ ପାଇ ଖୁସି ହେବେ । ପରିବାରର ସହଯୋଗ ମିଳିବ । ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି । ଅଟକିଥିବା କାର୍ଯ୍ୟର ପୁନଃ ଆରମ୍ଭ ହେବ ।
ବିଛା- ଭାଗ୍ୟର ପୂର୍ଣ୍ଣ ସମର୍ଥନ ପାଇବେ । ବିବାହିତ ଜୀବନ ଖୁସି ହେବ । ସ୍ୱାସ୍ଥ୍ୟ ଦୃଷ୍ଟିରୁ ଫିଟ୍ ଅନୁଭବ କରିବେ । ପୁରୁଣା ସାଙ୍ଗମାନଙ୍କୁ ଭେଟିବାର ସୁଯୋଗ ପାଇବେ । ଛାତ୍ରମାନେ ଭଲ ଫଳାଫଳ ପାଇବେ ।
ଧନୁ- ମାନହାନି ହେବାର ସମ୍ଭାବନା ରହିଛି । ଆର୍ଥିକ ସ୍ଥିତି ଦୁର୍ବଳ ହେବ । ଦିନରେ କିଛି ବାଧା ବିଘ୍ନ ଦେଖାଦେଇପାରେ । କରିଥିବା ଆର୍ଥିକ ଯୋଜନାରୁ ଲାଭ ପ୍ରାପ୍ତ ହେବ । ବିଦ୍ୟାର୍ଥୀମାନେ ପାଠରେ ମନୋନିବେଶ କରିବେ ନାହିଁ । ବ୍ୟବସାୟରେ ମଧ୍ୟମ ଫଳ ମିଳିବ ।
ମକର- ପର ଚର୍ଚ୍ଚା କରି ସମୟ ନଷ୍ଟ କରିବେ । ଆର୍ଥିକ ସ୍ଥିତି ଠିକ ରହିବ ନାହିଁ। ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ । ଦିନଟି ବ୍ୟସ୍ତ ବହୁଳତାରେ କଟିବ । ପରିବାରରେ ସାଧାରଣ ସମସ୍ୟାକୁ ନେଇ ବିବାଦ ସୃଷ୍ଟି ହେବ ।
କୁମ୍ଭ- ସୁଖ ସମ୍ମାନ ଲାଭ ହେବ । ଭାବପ୍ରବଣତାକୁ ନେଇ କୌଣସି ନିଷ୍ପତ୍ତି ନିଅନାହିଁ । ପିଲାମାନଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଛାତ୍ରମାନଙ୍କ ପାଇଁ ସମୟ ଭଲ ରହିବ । ସ୍ୱାସ୍ଥ୍ୟ ମଧ୍ୟମ ରହିବ । ବ୍ୟବସାୟ ଦୃଷ୍ଟିକୋଣରୁ ସମୟ ବହୁତ ଭଲ ରହିବ ।
ମୀନ- ଧନ କ୍ଷୟ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଅଙ୍ଗରେ ଆଘାତ ଲାଗିପାରେ । କର୍ମ କ୍ଷେତ୍ରରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ । ଅଧିକ ପରିଶ୍ରମ ଯୋଗୁଁ ଆଳସ୍ୟର ବଶବର୍ତ୍ତୀ ହେବେ, ହେଲେ ମଧ୍ୟ ସମ୍ମାନ ପ୍ରାପ୍ତିର ଯୋଗ ରହିଛି ।
ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ
ଯୋଗାଯୋଗ - 8249826682