ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ଭୟଙ୍କର ଘୂର୍ଣ୍ଣିଝଡ ଓ ବଜ୍ରପାତରେ ୧୯ ମୃତ, ୪୮ ଆହତ

7/06/2019 at 4:49 PM

ଉତ୍ତରପ୍ରଦେଶ ୭|୬: ଉତ୍ତରପ୍ରଦେଶରେ କାଳବୈଶାଖୀରେ ୧୯ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୪୮ ଜଣ ଆହତ ହୋଇଛନ୍ତି । ଗତକାଲି ସଂଧ୍ୟାର ରାଜ୍ୟର ବିଭିନ୍ନ ସ୍ଥାନରେ ଘୁର୍ଣ୍ଣିଝଡ଼ ସହିତ ବଜ୍ରପାତର ତାଣ୍ଡବ ଲାଗି ରହିଥିଲା। କେବଳ ମୈନପୁରୀରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଇଟାହ ଓ କାସଗଞ୍ଜରେ ୩ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଆହତଙ୍କ ମଧ୍ୟରୁ ଅଧିକାଂଶଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି।  ଗୁରୁବାର ସଂଧ୍ୟାରୁ ପ୍ରବଳ ଧୂଳିଝଡ଼ ସହିତ ବଜ୍ରପାତ ଲାଗି ରହିଥିଲା । ମୈନପୁରୀ ଅଞ୍ଚଳରେ ଝ଼ଡ଼ର ଉଗ୍ର ତାଣ୍ଡବ ଦେଖାଦେଇଥିଲା। ଏଠାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ ଆହତ ହୋଇଥିବା ସୁବତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି।     ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଭାବିତ ଅଞ୍ଚଳରେ ରିଲିଫ କାର୍ଯ୍ୟ ଆରମ୍ଭ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି।

   Related Posts