ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡବିଲ: ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକକୁ ଛୁରାମାଡ଼, ଅତର୍କିତ ଆକ୍ରମଣରେ ଆକବର ଗୁରୁତର
  • ||
  • ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ, ଆର୍ଥିକ କାରବାର ନେଇ ହୋଇପାରେ ଜେରା
  • ||

ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ

27/09/2022 at 8:41 AM

ରାଉରକେଲା ୨୭।୦୯ : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା । ରାଉରକେଲା ଡେଲି ମାର୍କେଟ ସ୍ଥିତ ଶ୍ୱଶୁର ଘରେ ଆତ୍ମହତ୍ୟା କରିଛନ୍ତି ରମେଶ । ତେବେ ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଖବର ଅନୁଯାୟୀ,  ସୋମବାର ବିଳମ୍ବିତ ରାତିରେ ସେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ମଙ୍ଗଳବାର ଦିନ ସକାଳୁ ଘର ଖୋଲିବା ବେଳେ ତାଙ୍କର ଝୁଲନ୍ତା ମୃତଦେହ ଠାବ କରାଯାଇଥିଲା । ବେକରେ ଦୌଡି ଲଗାଇ ଆତ୍ମହତ୍ୟା କରିଛନ୍ତି । ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଉଦିତ୍‌ ନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

   Related Posts