Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଭୁବନେଶ୍ବର : ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପଛରେ ରହିଛି ସୁଚିନ୍ତିତ ଷଡ଼ଯନ୍ତ୍ର : ନରସିଂହ ମିଶ୍ର
  • ||
  • ରାହୁଲଙ୍କ ସଦସ୍ୟତା ରଦ୍ଦ ପ୍ରସଙ୍ଗରେ କଳା ଡ୍ରେସ୍ ପିନ୍ଧି କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
  • ||
  • ଆଉ ୧୦ ଜିଲ୍ଲାରେ ଭର୍ଚୁଆଲ୍‌ ହାଇକୋର୍ଟ, ଘୋଷଣା କଲେ ହାଇକୋର୍ଟ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର : ୧୩ ଜିଲ୍ଲାରେ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ରାଉରକେଲାରେ ହାଇଓ୍ୱାକୁ ପିଟିଲା ବସ୍‌ : ୨ ମୃତ, ୨୫ ଆହତ
  • ||

ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ATM ତାଡି ଲୁଟିନେଲେ ଲକ୍ଷାଧିକ ଟଙ୍କା

17/03/2023 at 8:35 AM

କରଞ୍ଜିଆ ୧୭/୦୩: ବିଳମ୍ୱିତ ରାତିରେ ମାତିଲେ ଲୁଟେରା । ATM ତାଡି ଲୁଟିନେଲ୍ ଲକ୍ଷାଧିକ ଟଙ୍କା । ଘଟଣା ସ୍ଥଳରେ ଯଶୀପୁର ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନା ଥାଉକି, ଗୁରୁବାର ବିଳମ୍ବିତ ରାତିରେ ଗ୍ୟାସ୍ କଟର ସାହାଯ୍ୟରେ ATM କାଟି ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଯଶୀପୁର ଥାନା ୪୯ନଂ ଜାତୀୟ ରାଜପଥ ପାର୍ଶ୍ଵ ଧୋବାଡିହା ଠାରେ ଥିବା SBI ATMରୁ ଲୁଟ୍ ହୋଇଛି । ଖବର ପାଇ ପୋଲିସ ଅଧିକ ଛାନଭିନ୍ ଆରମ୍ଭ କରିଛି । ଲୁଟେରାଙ୍କୁ ଧରିବାକୁ ଜୋରଦାର ଉଦ୍ୟମା ଚାଲିଛି ।

   Related Posts