vridhi excotica
star kirano
ori homes
vridhi excotica
star kirano
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେନିସକୁ ଅଲବିଦା କହିଥାନ୍ତେ ରାଫେଲ ନାଦାଲ ! କିନ୍ତୁ…
  • ||
  • ଖୋର୍ଦ୍ଧା : ରାସ୍ତାକଡ଼କୁ ଖସିଲା ‘ଲିଙ୍ଗରାଜ’, ବସ୍‌ରେ ଥିଲେ ୨୦ରୁ ଅଧିକ ଯାତ୍ରୀ…
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୬ କୋଭିଡ୍ ପଜିଟିଭ୍
  • ||
  • ଜୁଲାଇ ୫ରେ ମାଟ୍ରିକ୍‌ ରେଜଲ୍ଟ ! ସୋମବାର ହୋଇପାରେ ଘୋଷଣା
  • ||
  • ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ, ଶେଷଦିନରେ ନେତାଙ୍କୁ ଗୁରୁମନ୍ତ୍ର ଦେବେ ମୋଦୀ
  • ||
  • ସାମ୍ନାକୁ ଆସିଲେ କହ୍ନେୟାଲାଲ ହତ୍ୟାକାଣ୍ଡର ପ୍ରତ୍ୟକ୍ଷଦର୍ଶୀ, ବଖାଣିଲେ ଛାତିଥରା କାହାଣୀ
  • ||
  • ମୌସୁମୀକୁ ସକ୍ରିୟ କରିବ ଲଘୁଚାପ : ରବିବାର ଓ ସୋମବାର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

ଗ୍ୟାସ୍ କଟରରେ କାଟି ଏଟିଏମ୍ ଲୁଟ୍ ଉଦ୍ୟମ

13/09/2020 at 10:01 AM

ଭଦ୍ରକ ୧୩।୦୯: ଏଟିଏମ୍‌ରୁ ପୁଣି ଲୁଟ୍‌ ଉଦ୍ୟମ ।  ଗ୍ୟାସ କଟରରେ କାଟି ଏଟିଏମରୁ ଲୁଟ ଉଦ୍ୟମ ହୋଇଛି । ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ରାଣିତାଲ ଛକ ନିକଟରେ ଥିବା AXIS BANK ଏଟିଏମରୁ ଲୁଟ ଉଦ୍ୟମ ହୋଇଛି ।

ବିଳମ୍ବିତ ରାତିରେ ଗ୍ୟାସ କଟର ସାହାଯ୍ୟରେ ଏଟିଏମ୍‌ର ଚେଚିସ ବକ୍ସକୁ କଟା ଯାଇଥିବାର ଦେଖିଵାକୁ ମିଳିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କେତେ ଟଙ୍କା ଚୋରି ହୋଇଛି ତାହା ସ୍ପଷ୍ଟ ହୋଇନାହିଁ । ଗ୍ରାମାଞ୍ଚଳ ପୋଲିସ , ବ୍ୟାଙ୍କ ଓ ଏଟିଏମ୍‌  ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ପ୍ରଥାମିକ ତଦନ୍ତ ପରେ କେତେ ଟଙ୍କା ଲୁଟ ହୋଇଛି କି ନାହିଁ ସେନେଇ ସ୍ପଷ୍ଠ ସୂଚନା ମିଳିବ ।

   Related Posts