oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ମାତିଛନ୍ତି ଏଟିଏମ୍‌ ଲୁଟେରା, ଭୁବନେଶ୍ୱର ଉପକଣ୍ଠରୁ ମେସିନ୍‌ ଭାଙ୍ଗି ଲୁଟ୍‌

28/07/2021 at 1:55 PM

ବାରଙ୍ଗ ୨୮।୦୭: ମାତିଛନ୍ତି ଏଟିଏମ୍‌ ଲୁଟେରା । ଏଟିଏମ୍‌ ମେସିନ୍ ଭାଙ୍ଗି ଲୁଟି ନେଲେ ଟଙ୍କା । ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳରେ ଥିବା ପିଏନ୍‌ବି ଏଟିଏମ୍‌ରୁ ଲୁଟ୍‌ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳରେ ଥିବା ପିଏନ୍‌ବି ଏଟିଏମ୍‌ର ମେସିନ ଭାଙ୍ଗି ଲୁଟି ନେଇଛନ୍ତି ଦୁର୍ବୃତ୍ତ । ହେଲେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ଟଙ୍କା ଲୁଟି ନେଇଛନ୍ତି । ତାହା ସ୍ପଷ୍ଟ ଭାବେ ସୂଚନା ମିଳିପାରିନାହିଁ । ଘଟଣାସ୍ଥଳରେ ଚନ୍ଦକା ଥାନା ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛନ୍ତି । ସେପଟେ ଆଜି ସକାଳୁ ATMରୁ ଲୁଟ୍‌ ହୋଇଥିବା ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି ।

   Related Posts