Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ବିଲରେ ପାଣି କାଟିବାକୁ ନେଇ ଆକ୍ରମଣ, ଲୋକଲଜ୍ଜା ସହି ନପାରି ଆତ୍ମହତ୍ୟା ଅଭିଯୋଗ

21/08/2021 at 11:16 AM

ଭଦ୍ରକ ୨୧।୮: ବିଲରେ ଜମିଥିବା ପାଣି କାଟିବା ବେଳେ ବିବାଦ । ଗୋଟିଏ ପକ୍ଷର ଲୋକେ ମାଡ ମାରିଥିଲେ । ଲୋକ ଲଜ୍ଜା ସହି ନପାରି ଆତ୍ମହତ୍ୟା କରିଥିବା ଅଭିଯୋଗ ନେଇ ଥାନାରେ ଏତଲା ।

ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଆମ୍ବରଳି ପଞ୍ଚାୟତ ସଦବର୍ତ୍ତ ଗାଁରେ ଏମିତି ଘଟଣା ଅଘଟିଛି । ଗାଁର ନଟବର ଦାସ ବିଲରେ ଜମିଥିବା ପାଣି କାଟିବା ବେଳେ ବେଳେ ଗାଁର କେତେକ ବ୍ୟକ୍ତି ମାଡ଼ ମାରିଥିଲେ । ତେବେ ପରେ ନଟବର ଲୋକ ଲଜ୍ଜା ସହି ନପାରି ବିଷ ପିଇଥିଲେ । ତାଙ୍କୁ ପ୍ରଥମେ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ପରେ କଟକ ଏସସିବିକୁ ସ୍ଥାନାନ୍ତର କରଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ନଟବରଙ୍କ ପୁଅ ଉଗ୍ରସେନ ଭଦ୍ରକ ଗ୍ରାମାଞ୍ଚଳ ଥାନାରେ ଲିଖିତ ଏତଲା ଦେଇଛନ୍ତି । ମାଡ ମରିଥିବା ଯୋଗୁଁ ବାପା ଆତ୍ମହତ୍ୟା କରିଥିବାରୁ ସମ୍ପୃକ୍ତ ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇ ଲିଖିତ ଏତଲା ଦେଇଛନ୍ତି ।

   Related Posts