oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ଭଞ୍ଜବିହାର କ୍ୟାମ୍ପସ୍‌ରେ ବାଘ ! ଭୟଭୀତ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକେ, ବନ ବିଭାଗର ପାଟ୍ରୋଲିଂ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୨ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଉଗ୍ରରୂପ ରୂପ ନେଲା ପାରିବାରିକ କଳହ, ଜୀବନ ହାରିଦେଲେ ଜିଲ୍ଲା ପରିଷଦ ସଭ୍ୟ
  • ||
  • ୫ ଦୋକାନ ଉପରେ ଚଢିଗଲା ସାର ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୧୪ କର୍ମଚାରୀ
  • ||
  • ପୂଜାରେ ଭିଜିବ ପାର୍ବଣ, ଲଘୁଚାପ ପ୍ରଭାବରେ ୨୬ରୁ ୨୯ ଯାଏ ନିର୍ଦ୍ଧୁମ ଛେଚିବ
  • ||

ଘର ପଛ ପଟୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, କାରଣ ଖୋଜୁଛି ପୋଲିସ

16/03/2022 at 10:35 AM

ପାଟଣା ୧୬।୦୩ : ଘର ପଛ ପଟ ଗଛରୁ ଯୁବକଙ୍କ ମୃତଦେହ ମିଳିଛି । ମୃତକଙ୍କ ନାମ ରାଜକିଶୋର ମୁଣ୍ଡା ବୋଲି ଜଣାପଡିଛି । କେନ୍ଦୁଝର ଜିଲ୍ଲା ପାଟଣା ଥାନା ସାନଜାମୁପଶି ଗାଁରେ ଘଟିଛି ଏପରି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ବୁଧବାର ସକାଳ ସମୟରେ ଘରର ପଛପଟେ ଥିବା ଏକ ଗଛରେ ରାଜକିଶୋରଙ୍କ ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଥିଲା । ଏହାପରେ ତୁରନ୍ତ ପରିବାର ଲୋକେ ପୋଲିସକୁ ଖବର ଦେଇଥିଲା । ଖବର ପାଇ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ  ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ତେବେ ରାଜକିଶୋଇ ଆତ୍ମହତ୍ୟା କରିଛନ୍ତି ନା ମୃତ୍ୟୁ ପଛରେ ଆଉ କାରଣ , ସେନେଇ ଛାନ୍‌ଭିନ୍‌ ଚାଲିଛି । ଯଦି ରାଜକିଶୋର ଆତ୍ମହତ୍ୟା କରିଛନ୍ତି । ତେବେ ଏହି ଆତ୍ମହତ୍ୟାର କାରଣ ଖୋଜୁଛି ପୋଲିସ । ଏପିରିକି ଘଟଣାର ତଦନ୍ତ ପାଇଁ ଆବଶ୍ୟକ ହେଲେ ପୋଲିସ, ସାଇଣ୍ଟିଫିକ୍‌ ଟିମ୍‌ ସହଯୋଗ ନେବାର ସୂଚନା ମିଳିଛି । ଏପିରିକି କେହି କେହି ପାରିବାରିକ କଳହକୁ ନେଇ ଆତ୍ମହତ୍ୟା କରିଥିବା ସନ୍ଦେହ କରୁଛନ୍ତି ।

   Related Posts