Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ‘ମାଣ୍ଡସ୍’ ପ୍ରଭାବ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା
  • ||
  • ନୟାଗଡ: ଫତେଗଡ ଥାନା ପୋଲିସକୁ ସଫଳତା, ଧରାପଡିଲେ ଦୁଇ ଆନ୍ତରାଜ୍ୟ ଲୁଟେରା
  • ||
  • ଭୁବନେଶ୍ୱର: ରିମାଣ୍ଡର ୬ ଦିନ ପରେ ବି ମୁହଁ ଖୋଲୁନାହାଁନ୍ତି ଅର୍ଚ୍ଚନା, ପଚାରି ପଚାରି ହାଲିଆ ଇଡି
  • ||

ଲାଲ୍‌ ବାହିନୀକୁ ଝଟ୍‌କା, ଆତ୍ମସମର୍ପଣ କଲେ ୫୦ ମିଲିସିଆ

2/06/2022 at 12:30 PM

ମାଲକାନଗିରି ୦୨।୦୬: ଭୁଶୁଡୁଛି ଲାଲ୍‌ ବାହିନୀ ଦୁର୍ଗ । ୫୦ ମିଲିସିଆ ମାଓବାଦୀଙ୍କ ଆତ୍ମସମର୍ପଣ । ପୋଲିସ ଡିଜିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ।

ଖବର ଅନୁଯାୟୀ, ମାଲକାନଗିରି ଓ କୋରାପୁଟ ଗସ୍ତରେ ଅଛନ୍ତି ପୋଲିସ ଡିଜି । ଏହିକ୍ରମରେ ଗୁରୁବାର ଦିନ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଗସ୍ତରେ ଥିବା ବେଳେ ପୋଲିସ ଡିଜିଙ୍କ ନିକଟରେ ୫୦ଜଣ ମିଲିସିଆ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ମିଲିସିଆଙ୍କ ମଧ୍ୟରେ ୨ଜଣ ମହିଳା ଥିବା ଜଣାପଡିଛି । ତେବେ ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବ ବୋଲି ପୋଲିସ ଡିଜି ସୁନୀଲ ବଂଶଲ କହିଛନ୍ତି ।

   Related Posts