ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ଜେରୁଜେଲମ୍‌ ପ୍ରାର୍ଥନାସ୍ଥଳରେ ଆତଙ୍କୀ ହମଲା, ଗୁଳିମାଡ଼ରେ ୮ମୃତ

28/01/2023 at 10:43 AM

ନୂଆଦିଲ୍ଲୀ ୨୮/୦୧: ଜେରୁଜେଲମ୍ ରେ ପ୍ରାର୍ଥନାସ୍ଥଳରେ ଆତଙ୍କୀ ହମଲା । ଗୁଳିମାଡ଼ରେ ୮ଜଣଙ୍କ ମୃତ୍ୟୁ, ୧୧ରୁ ଅଧିକ ଆହତ । ଗୁଳି ଚଳାଇଥିବା ଆତଙ୍କୀ ମଧ୍ୟ ପୋଲିସ ଗୁଳିରେ ମରିଥିବା ସୂଚନା ମିଳିଛି ।

ଜେରୁଜେଲମ୍ ସହର ନିକଟ ନେଭେ ୟାକୋଭରେ ଥିବା ସିନାଗଗ୍ ବା ଜୀଉଙ୍କ ପ୍ରାର୍ଥନା ସ୍ଥଳରେ ବିଳମ୍ବିତ ରାତିରେ ଆତଙ୍କବାଦୀମାନେ ଆଖିବୁଜା ଗୁଳି ମାଡ଼ କରିଥିଲେ । ଇସ୍ରାଏଲ୍ ର ବିଦେଶ ମନ୍ତ୍ରାଳୟ ଏନେଇ ସୂଚନା ଦେଇଛି । ଗାଜାରେ ହମାସ୍ ର ପ୍ରବକ୍ତା ଏହାକୁ ଅପରେସନ୍ ଜେନିନ୍ ଜବାବୀ ହମଲା ବୋଲି କହିଛି ।

ପାଲେଷ୍ଟାଇନ୍ ଆତଙ୍କବାଦୀ ଏହି ହମଲା କରିଥିବା କୁହାଯାଉଛି । ଗୁଳି ଚଳାଇଥିବା ଆତଙ୍କୀ ପୋଲିସ ଗୁଳିରେ ଘଟଣାସ୍ଥଳରେ ପ୍ରାଣ ହରାଇଛି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବଢାଇ ଦିଆଯାଇଛି ।

   Related Posts