ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀର ବିିଚ୍ ରାସ୍ତାରେ ହାଣିଲେ ଦୁର୍ବୃତ୍ତ, ଦୁଇ ଆହତ ଡାକ୍ତରଖାନାରେ ଭର୍ତ୍ତି
14/12/2022 at 6:03 PM

ଭୁବନେଶ୍ୱର, ୧୪/୧୨: ରାଜଧାନୀରେ ଦବଙ୍ଗଗିରି । ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ ଘଟିଥିବା ସୂଚନା ମିଳିଛିି । ମାରଣାସ୍ତ୍ର ଆକ୍ରମଣରେ ଦୁଇଜଣ ଆହତ ହୋଇଛନ୍ତି । ନୟାପଲ୍ଲୀ ଥାନା ଅନ୍ତର୍ଗତ ସିଆରପିଏଫ୍ ଛକ ନିକଟରେ ଏପରି ଘଟଣା ଘଟିଛି । ଦୁଇ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି ।
Related Posts
ମହୁଲ ଗଛରୁ ମିଳିଲା ଯୁବତୀଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ
7 February 2023
କଟକରେ ଜିଏସ୍ଟି ରେଡ୍, ଦୋକାନ ସମେତ ବିଭିନ୍ନ ସ୍ଥାନରେ ଚଢାଉ
7 February 2023
ଟ୍ରକ୍ ସହ ଧକ୍କା ହେଲା ମୋପେଡ, ଜଣେ ମୃତ ଓ ଜଣେ ଗୁରୁତର
7 February 2023