AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରକାଶ ପାଇଲା ଜେଇଇ (ମେନ୍‌) ସେସନ-୧ ରେଜଲ୍ଟ, ଓ୍ୱେବସାଇଟ୍‌ରେ ଦେଖିପାରିବେ ଛାତ୍ରଛାତ୍ରୀ
  • ||
  • ଫେବୃୟାରୀରେ ଅଧିକ ରହିବ ତାପମାତ୍ରା, ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ଲାଗୁଛି ନିଆଁ
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀର ବିିଚ୍‌ ରାସ୍ତାରେ ହାଣିଲେ ଦୁର୍ବୃତ୍ତ, ଦୁଇ ଆହତ ଡାକ୍ତରଖାନାରେ ଭର୍ତ୍ତି

14/12/2022 at 6:03 PM

ଭୁବନେଶ୍ୱର, ୧୪/୧୨: ରାଜଧାନୀରେ ଦବଙ୍ଗଗିରି । ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ ଘଟିଥିବା ସୂଚନା ମିଳିଛିି । ମାରଣାସ୍ତ୍ର ଆକ୍ରମଣରେ ଦୁଇଜଣ ଆହତ ହୋଇଛନ୍ତି । ନୟାପଲ୍ଲୀ ଥାନା ଅନ୍ତର୍ଗତ ସିଆରପିଏଫ୍‌ ଛକ  ନିକଟରେ ଏପରି ଘଟଣା ଘଟିଛି । ଦୁଇ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି ।

   Related Posts