ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ପ୍ରଚାର ବେଳେ କଣ୍ଟାମାଳ ବିଧାୟକ ପ୍ରାର୍ଥୀଙ୍କ ଗାଡି ଭଙ୍ଗାରୁଜା

7/04/2019 at 7:44 PM

କଣ୍ଟାମାଳ ୭|୪ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବିଧାୟକ ପ୍ରାର୍ଥୀଙ୍କ ଗାଡି ଉପରକୁ ଆକ୍ରମଣ ହୋଇଛି ।  ଦଳର ବିଧାୟକ ପ୍ରାର୍ଥୀ ମହୀଧର ରଣାଙ୍କ ଗାଡି ଭଙ୍ଗାରୁଜା କରିଛନ୍ତି । ଘିକୁଣ୍ଡି ପଂଚାୟତର ରତାଖଣ୍ଡି ଗାଁରେ ସେ ପ୍ରଚାର କରୁଥିବା ବେଳେ କିଛି ମହୀଧରଙ୍କ ଗାଡି ଉପରକୁ ଦୁର୍ବୃତ୍ତମାନେ ପଥର ମାଡ କରିଥିଲେ । ଏହାକୁ ନେଇ କର୍ମୀଙ୍କ ମଧ୍ୟରେ ଉତ୍ତେଜନା ଦେଖା ଦେଇଛି । ମନମୁଣ୍ଡା ଥାନାରେ ଭଙ୍ଗାରୁଜା ନେଇ ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

   Related Posts