oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଆକ୍ରମଣ, ଡାକ୍ତରଖାନାରେ ଭର୍ତ୍ତି

26/04/2022 at 3:49 PM

ଗଞ୍ଜାମ, ୨୬/୦୪: ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଆକ୍ରମଣ । ଗଞ୍ଜାମ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ ମହିଳା କର୍ମଚାରୀଙ୍କ ସ୍ଵାମୀ ଶିକ୍ଷା ଅଧିକାରୀଙ୍କୁ ଆକ୍ରମଣ କରିଥିବା ସୂଚନା ମଳିଛି । ଉକ୍ତ ଆକ୍ରମଣରେ ଅଧିକାରୀଙ୍କ ନାକରୁ ରକ୍ତସ୍ରାବ ହେଉଛି । ଚିକିତ୍ସା ନିମନ୍ତେ ଜିଲ୍ଲା ଶିକ୍ଷା ଅଧିକାରୀ ଜଣଙ୍କ ବଡ଼ ମେଡିକାଲରେ ପହଞ୍ଚିଥିବା ଜଣାପଡ଼ିଛି ।

   Related Posts