ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଆକ୍ରମଣ, ଡାକ୍ତରଖାନାରେ ଭର୍ତ୍ତି

Published By : Prameya-News7 Bureau | April 26, 2022 IST

ଗଞ୍ଜାମ, ୨୬/୦୪: ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଆକ୍ରମଣ । ଗଞ୍ଜାମ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ ମହିଳା କର୍ମଚାରୀଙ୍କ ସ୍ଵାମୀ ଶିକ୍ଷା ଅଧିକାରୀଙ୍କୁ ଆକ୍ରମଣ କରିଥିବା ସୂଚନା ମଳିଛି । ଉକ୍ତ ଆକ୍ରମଣରେ ଅଧିକାରୀଙ୍କ ନାକରୁ ରକ୍ତସ୍ରାବ ହେଉଛି । ଚିକିତ୍ସା ନିମନ୍ତେ ଜିଲ୍ଲା ଶିକ୍ଷା ଅଧିକାରୀ ଜଣଙ୍କ ବଡ଼ ମେଡିକାଲରେ ପହଞ୍ଚିଥିବା ଜଣାପଡ଼ିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.