Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ସମ୍ୱଲପୁର: କେନାଲକୁ ଖସିଲା ବରଯାତ୍ରୀ ଗାଡ଼ି, ଚାଲିଗଲା ୬ ଜଣକ ଜୀବନ
  • ||

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

5/06/2018 at 6:20 AM

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ । ଧାରୁଆ ଅସ୍ତ୍ରରେ ମହିଳାଙ୍କ ତଣ୍ଟି କାଟିଲେ ଦୁର୍ବୃତ୍ତ । ଘଟଗାଁ ଥାନା ସୀତାବିଞ୍ଜ ଅଞ୍ଚଳରୁ ଆସିଛି ଏଭଳି ଖବର ।
ଗୁରୁତର ମହନ୍ତି ନାୟକ ଘଟଗାଁ ଡାକ୍ତରଖାନାରେ ଭର୍ତ୍ତି । ଘରେ କେହି ନଥିବା ବେଳେ ଆକ୍ରମଣ ହୋଇଥିବା ଅଭିଯୋଗ । ଆକ୍ରମଣର କାରଣ ଅସ୍ପଷ୍ଟ । ପୋଲିସର ତଦନ୍ତ ଜାରି ।

Leave a Reply

   Related Posts