oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ଅଗଷ୍ଟ ୧୦ ତାରିଖ ମଙ୍ଗଳବାର ରାଶିଫଳ: କେଉଁ ରାଶି ପାଇଁ ଆସନ୍ତାକାଲି କେମିତି କଟିବ ଜାଣନ୍ତୁ…

9/08/2021 at 8:42 PM


ମେଷ–ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକଭାବେ ଧନ ଲାଭ ହୋଇପାରେ ।ଲଟେରିର ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ ।ଶୁଭରଙ୍ଗ କ୍ରୀମ୍ ।ଶୁଭଅଙ୍କ ୬ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡାହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ-ସୁଖୀ ହେବେ ।

ବୃଷ– ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମକୁ ଆଦରି ନେବେ ।ସୁଖୀ ହେବେ ।ବ୍ୟକ୍ତିତ୍ୱ ବିକଶିତ ହେବ ।କୃଷିକର୍ମକାରୀ ହୋଇପାରନ୍ତି ।ଶୁଭରଙ୍ଗ ବ୍ରାଉନ୍ ।ଶୁଭ ଅଙ୍କ ୪ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ଦୀର୍ଘ ଦିନର ଆଶା ପୂରଣହେବ ।ମନୋବଳ ଦୃଢରହିବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ମଧୁରଭାଷୀ ଓ ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି ।ଭ୍ରାତୃଭାବ ଅତୁଟରହିବ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୭ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟରହିବ ।
ଚାଷୀ- ଉତ୍ତମ ଫଳ ପାଇବେ ।

କର୍କଟ–ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ ।ଭାଗ୍ୟଶାଳୀ ହୋଇପାରନ୍ତି ।ବିଶିଷ୍ଟ ବ୍ୟକ୍ତିଭାବେ ନିଜର ପରିଚୟ ସୃଷ୍ଟିକରିବେ । ମଧୁରଭାଷୀ,ସହନଶୀଳ,ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି ।ଶୁଭରଙ୍ଗକ୍ରୀମ୍ ।ଶୁଭ ଅଙ୍କ ୯ ।
ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍‌ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀହେବେ ।
ଗୃହିଣୀ- ସଦିଚ୍ଛାଭାବରହିବ ।

ସିଂହ – ଅଜଣା ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ ।ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନ ମିଳିବ ।ଐଶ୍ୱର୍ଯ୍ୟ ଯୁକ୍ତ ହୋଇପାରନ୍ତି ।ଋଣାଙ୍ଗନରେ ବୀରତ୍ୱର ପରିପ୍ରକାଶ ଘଟାଇ ପାରନ୍ତି ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୫ ।
ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ-ସୁଖଭାରା ଦିନଟି ।

କନ୍ୟା –ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି । ମଧୁର ସମ୍ଭାଷଣରେ ପରକୁ ଆପଣାର କରିବେ । ଧାର୍ମିକ ପ୍ରବୃତ୍ତିର ହେବେ ।ଶୁଭରଙ୍ଗ ନାରଙ୍ଗୀ ।ଶୁଭ ଅଙ୍କ ୯ ।
ଚାଷୀ-ପୋଖରୀ/ଗାଢିଆ କରିଜଳ ସଞ୍ଚୟକରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ତୁଳା–ମୂଲ୍ୟବାନ୍ ଦ୍ରବ୍ୟଲାଭ ହୋଇପାରେ ।ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ ।ଲୋକପ୍ରିୟତା ଅର୍ଜନ କରିବେ ।ସରକାରୀସ୍ତରରେ ସମ୍ମାନିତ ହେବାର ସୂଚନା ମିଳୁଛି ।ଶୁଭରଙ୍ଗ ଲାଲ ।ଶୁଭ ଅଙ୍କ ୬ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭହେବ ।
ଗୃହିଣୀ-ସୁଖୀ ହେବେ ।

ବିଛା–ଶ୍ରମ ସାର୍ଥକହେବ ।କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନରହିବ ।ସୁସ୍ଥ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି ।ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରିପାରନ୍ତି ।ଶୁଭରଙ୍ଗ ବ୍ରାଉନ୍ ।ଶୁଭ ଅଙ୍କ ୩ ।
ଚାଷୀ-ଉତ୍ତମ ବିହନ, କୃଷିବିଭାଗରୁ ଆଣନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ମନରେଗର୍ବଭାବ ଆସିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ଧନୁ – ପରୋପକାରୀ ହେବେ ।ଭାଗ୍ୟଶାଳୀ ହୋଇପାରନ୍ତି ।ଭୋଗ-ବିଳାସରେ ସମୟ ବିତାଇପାରନ୍ତି ।ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ ।ଶୁଭରଙ୍ଗ ପିଚ୍ ।ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଚକ୍ଷୁ ପୀଡାହେବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ -ଅଟକି ଥିବା କାର୍ଯ୍ୟରେ ଆଗକୁ ବଢିବେ ।ବନ୍ଧୁ ସହଯୋଗ ପାଇଉତ୍‌ ଫୁଲ୍ଲିତ ହୋଇପାରନ୍ତି ।ବ୍ୟବସାୟ ଲାଭଜନକ ହେବ ।ସମାଜ ସେବାରେ ନିୟୋଜିତ ହେବେ ।ଶୁଭରଙ୍ଗ କ୍ରୀମ୍ ।ଶୁଭ ଅଙ୍କ ୪ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ-ଧାର୍ମିକ ହେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟକରିବେ ।

ମୀନ – ଯେକୌଣସି ମତେ କାର୍ଯ୍ୟ ହାସଲ କରିପାରନ୍ତି ।ଶତ୍ରୁ ଉପରେ କଡା ନଜର ରଖିବାକୁ ପଡିବ ।ଭାଇମାନଙ୍କ ପ୍ରତିସ୍ନେହ ଭାବରହିବ ।ସୁସ୍ଥ ଓ ନିରାମୟ ରହିବେ ।ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।ଶୁଭରଙ୍ଗ ଗ୍ରୀନ୍ ।ଶୁଭ ଅଙ୍କ ୨ ।
ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟକରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ରସୁଖ ପାଇବେ ।

   Related Posts