Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ଷ୍ଟିୟରିଂ ଛାଡ ଆନ୍ଦୋଳନରେ ହେଲେନି ସାମିଲ, ଅଟୋ ଡ୍ରାଇଭର ମିଶି ମାରିଲେ ମାଡ !

16/03/2023 at 2:42 PM

Odisha drivers strike

ଭଦ୍ରକ ୧୬।୩: ଆନ୍ଦୋଳନକୁ ସମର୍ଥନ କରୁନଥିବାରୁ ଅଟୋ ମରାମତି କରି ଫେରୁଥିବା ଅଟୋ ଡ୍ରାଇଭରଙ୍କୁ ମାଡ଼ ଅଭିଯୋଗ । ଆନ୍ଦୋଳନରତ ଡ୍ରାଇଭରମାନେ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଏ ନେଇ ଟାଉନ ଥାନାରେ ଡ୍ରାଇଭର ଜଣଙ୍କ ଲିଖିତ ଅଭିଯୋଗ କରିଛନ୍ତି ।

ଭଦ୍ରକ ଟାଉନ ଥାନାରେ ଲିଖିତ ଅଭିଯୋଗ ଅନୁଯାୟୀ, ପୁରୁଣାବଜାର ଥାନା ଅଧୀନ ୟୁସୁଫନଗର ଅଞ୍ଚଳର ସୟଦ ଆଖତର ହୁସେନ ଚରମ୍ପା ଷ୍ଟେସନରେ ଅଟୋ ଚଳାନ୍ତି । ସେ ଷ୍ଟେସନ ଅଟୋ ଚାଳକ ସଂଘ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନରେ ସାମିଲ ହୋଇନଥିବାରୁ ଗାଡି ମରାମତି କରି ଫେରିବା ସମୟରେ ଆକ୍ରମଣ ହୋଇଥିବା ଅଭିଯୋଗ କରିଛନ୍ତି । କେତେକ ଡ୍ରାଇଭର ତାଙ୍କୁ ଆକ୍ରମଣ କରିବାରୁ ସେ ଦୌଡ଼ି ପଳାଇ ଅନ୍ୟ କେତେକ ଲୋକଙ୍କୁ ଜଣାଇ ପରେ ମେଡିକାଲରେ ଚିକିତ୍ସିତ ହୋଇଥିଲେ । ଏବେ ଗାଡି ଉଦ୍ଧାର ସହ ଭଦ୍ରକ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।

   Related Posts