Live Live
LIVE

ସୋମବାର ମହାପ୍ରଭୁଙ୍କ ଖସାପଡ଼ା ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

NEWS7
ayodhya-ram-mandir-campus-security-ssf-personal-died

ପୁରୀ ୦୮।୦୩ : ସୋମବାର ବନ୍ଦ ରହିବ ସାଧାରଣ ଦର୍ଶନ । ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଏ ଖବର ବି ପଢନ୍ତୁ:-ଖନ୍ତାପଡ଼ା ନିକଟରେ ଭୟଙ୍କର ଦୁର୍ଘଟଣା, ଗାଡ଼ିରେ ଥିଲେ ୩୦ରୁ ଅଧିକ ଯାତ୍ରୀ

ସୋମବାର ଶ୍ରୀମନ୍ଦିରରେ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ସୋମବାର ଚୈତ୍ର କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅନୁଷ୍ଠିତ ହେବ ଏହି ନୀତି। ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ସଂପର୍ଣ୍ଣ ପରେ ସାଧାରଣ ଦର୍ଶନ ସ୍ୱାଭାବିକ ହେବ ବୋଲି ଜଣାପଡିଛି ।

ଏ ଖବର ବି ପଢନ୍ତୁ:-ମହିଳା ଦିବସରେ ସରକାରଙ୍କୁ ନବୀନଙ୍କ ଟାର୍ଗେଟ୍ : ଏ ସରକାରରେ ମାଆ ମାନଙ୍କ ଉପରେ ଅତ୍ୟାଚାର ବଢ଼ି ଚାଲିଛି, ଶୁଣିବାକୁ କେହି ନାହିଁ