Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ଏସ୍ଓଜି କ୍ୟାମ୍ପରେ ଅଘଟଣ; ଯବାନଙ୍କ ଗୁଳିରେ ଅନ୍ୟ ଯବାନ ଆହତ

9/03/2023 at 7:03 PM

ବାରଙ୍ଗ ୦୯/୦୩: ଏସଓଜି ଟ୍ରେନିଂ କ୍ୟାମ୍ପରେ ଅଘଟଣ। ପ୍ରଶିକ୍ଷଣ ବେଳେ ଯବାନଙ୍କ ଗୁଳିରେ ଅନ୍ୟଜଣେ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଏବେ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ଖୋର୍ଦ୍ଧା ଜିଲ୍ଲା ଚନ୍ଦକା ଥାନା ଅଧୀନ ଏସଓଜି କ୍ୟାମ୍ପରେ ଏପରି ଅଘଟଣା ହୋଇଛି। ଆହତ ଯବାନଙ୍କ ଗୋଡ଼ରେ ଗୁଳି ବାଜିଥିବା ଜଣାପଡ଼ିଛି।

   Related Posts