ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ବନ୍ଧୁକ ଡିଲ୍‌ ବେଳେ ଚଢ଼ାଉ କଲା ପୋଲିସ୍‌, ୩ ବନ୍ଧୁକ ସହ ୧୬ ରାଉଣ୍ଡ ଗୁଳି ଜବତ, ୪ ଅଭିଯୁକ୍ତ ଗିରଫ

5/10/2021 at 4:27 PM

କଟକ, ୦୫/୧୦: ବନ୍ଧୁକ ଡିଲ୍‌ ଚଲିଥିବା ବେଳେ ବାଦମବାଡ଼ି ପୋଲିସ୍‌ ଚଢ଼ାଉ କରିଛି । ଏହି ଡିଲ୍‌ କରୁଥିବା ୪ ଜଣଙ୍କୁ ପୋଲିସ୍‌ ଘଟଣା ସ୍ଥଳରୁ ଗିରଫ କରିଛି । ସେମାନଙ୍କ ଠାରୁ ୩ଟି ବନ୍ଧୁକ ଜବତ କରାଯାଇଥିବା ବେଳେ ୧୬ଟି ଜୀବନ୍ତ ଗୁଳି ଜବତ କରାଯାଇଛି । ଅଭିଯୁକ୍ତମାନଙ୍କ ମଧ୍ୟରେ ଜଣେ ଆଲ୍‌ବମ୍‌ ନିର୍ଦ୍ଦେଶକ ରହିଥିବା ବେଳେ ତାଙ୍କ ନାମ ଜିତୁ ଓରଫ ପ୍ରକାଶ ରାଉତ ବୋଲି ଜଣାପଡ଼ିଛି । ଏନେଇ ପ୍ରେସ୍‌ମିଟ୍‌ରେ କଟକ ଡିସିପି ସୂଚାନା ଦେଇଛନ୍ତି ।   

   Related Posts