ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ବହୁ ଚର୍ଚ୍ଚିତ ମମିତା ହତ୍ୟା ଘଟଣା : ଗୋବିନ୍ଦଙ୍କ ଜାମିନ ଆବେଦନର ଶୁଣାଣି ଶେଷ, ରାୟ ସଂରକ୍ଷିତ

21/12/2021 at 2:33 PM

କଣ୍ଟାବାଞ୍ଜି ୨୧।୧୨: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାରେ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଗୋବିନ୍ଦ ସାହୁଙ୍କ ଜାମିନ ଆବେଦନର ଶୁଣାଣି ଶେଷ ହୋଇଛି । ରାୟକୁ ସଂରକ୍ଷିତ ରଖିଛନ୍ତି ଏଡିଜେ କୋର୍ଟ । ମଙ୍ଗଳବାର ଅପରାହ୍ନ ୪ଟା ୩୦ମିନିଟରେ ରାୟ ଦେବେ କୋର୍ଟ । ଏ ନେଇ ଗୋବିନ୍ଦଙ୍କ ଓକିଲ ମୋହନ ଲାଲ ଶର୍ମା ସୂଚନା ଦେଇଛନ୍ତି । ବର୍ତ୍ତମାନ କଣ୍ଟାବାଞ୍ଜି ସବ୍ ଜେଲରେ ଗୋବିନ୍ଦ ସାହୁ ଏବଂ ତାର ସହଯୋଗୀ ରାଧେଶ୍ୟାମ ଚଣ୍ଡୀ ।

   Related Posts