oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ବିପଦ ସଂକେତ ଉପରେ ବୈତରଣୀ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

27/08/2020 at 5:12 PM

ଆନନ୍ଦପୁର ୨୭।୮: ଆନ୍ଦପୁରଠାରେ ବୈତରଣୀ ନଦୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ବିପଦ ସଂକେତ ୩୮.୩୬୦ ମିଟର ରହିଥିବାବେଳେ ବର୍ତ୍ତମାନ ଏଠାରେ ଜଳସ୍ତର ରହିଛି ୪୦.୮୪୦ ମିଟରରେ ପ୍ରବାହିତ ହେଉଛି । ଫଳରେ ନଦୀ କୁଳିଆ ଅଞ୍ଚଳ ହାଟଡିହି ବ୍ଲକ୍ ର ଆୟତପୁର, ହାବଳେଶ୍ବର, ସମଣା, ଆମ୍ବୋ, ପଞ୍ଚଗୋଛିଆ ଓ ସଢଙ୍ଗ ପଞ୍ଚାୟତର ପ୍ରାୟ ୧୫ଗୋଟି ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।

ପ୍ରଭାବିତ ଗାଁରୁ ପାଖାପାଖି ୪୦୦ ଲୋକଙ୍କୁ ସୁରକ୍ଷିତ ଜାଗାକୁ ସ୍ଥାନାନ୍ତର କରାଯାଇଛି । ଏମାନଙ୍କ ମଧ୍ୟରୁ କିଛି ଗାଁର ଲୋକଙ୍କୁ ଗତ ରାତିରେ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ କେତେକଙ୍କୁ ଆଜି ସକାଳୁ ସ୍ଥାନାନ୍ତର କରାଯାଇଛି । ପ୍ରଭାବିତ ଲୋକଙ୍କୁ ଖାଦ୍ୟ ସାମଗ୍ରୀ ପ୍ରଦାନ ପାଇଁ ଅଗ୍ନିଶମ ବିଭାଗର ମଟର ବୋଟର ସହାୟତ ନିଆଯାଇଛି ।

   Related Posts