ଭୁବନେଶ୍ବର ୨୦।୭: ବଳଙ୍ଗା ପୀଡ଼ିତାଙ୍କୁ ଭୁବନେଶ୍ବର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ସର୍ବୋତ୍ତମ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଏୟାରଲିଫ୍ଟ କରାଯାଇଥିବା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଲେଖିଛନ୍ତି, 'ସର୍ବୋତ୍ତମ ଚିକିତ୍ସା ପାଇଁ ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି । ଏହି ଘଟଣାରେ ତ୍ବରିତ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଉଛି । ପୀଡ଼ିତା ଶୀଘ୍ର ସୁସ୍ଥ ହୋଇ ଫେରନ୍ତୁ ଏହା ହିଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।'
You Can Read:
ଉଠା ଦୋକାନ ଉଚ୍ଛେଦ ବେଳେ ହାଇଡ୍ରାମା, ଏନଫୋର୍ସମେଣ୍ଟ ସ୍କ୍ୱାଡ୍ ଗାଡ଼ି ଚକ ତଳେ ଶୋଇ ପଡିଲେ ଦୋକାନୀ