ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ବାଲିଯାତ୍ରା ପ୍ଲଟ ଆବଣ୍ଟନ ବିବାଦ ମାମଲା, ହଜାରେ ଟଙ୍କାରେ ପ୍ଲଟ୍‌ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

3/11/2022 at 4:00 PM

କଟକ, ୦୩/୧୧: ବାଲିଯାତ୍ରା ପ୍ଲଟ ଆବଣ୍ଟନ ବିବାଦ ମାମଲାରେ ଉତ୍କଳ ସମ୍ମିଳନୀର ଆବେଦନକୁ ଗ୍ରହଣ କରିଛନ୍ତି ହାଇକୋର୍ଟ । ୧ ହଜାର ଟଙ୍କା ବିନିମୟରେ ପ୍ଲଟ ଯୋଗାଇ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । କଟକ ଜିଲ୍ଲାପାଳ ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହୋଇ କୋର୍ଟଙ୍କ ନିର୍ଦ୍ଦେଶକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ପ୍ରତିଶୃତି ଦେଇଥିବା ଜଣାପଡ଼ିଛି ।

   Related Posts