previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଧର୍ମଗଡ : ଲଗାଣ ବର୍ଷାରେ ବେହାଲ କଳାହାଣ୍ଡି ଜିଲ୍ଲା, ନଦୀ କୂଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି
  • ||
  • ମୋହନା : ଲଗାଣ ବର୍ଷାରେ ବୃଦ୍ଧି ପାଇଲା ହରଭଙ୍ଗୀ ନଦୀର ଜଳସ୍ତର, ୪ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ସାନଖେମୁଣ୍ଡି : କୂଅରେ ପଡିଲା ଜଙ୍ଗଲୀ ବାରହା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପୁରୀ : ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ : ଭାସିଯାଇ ଯୁବତୀଙ୍କ ମୃତ୍ୟୁ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଜଣେ ଶିଶୁ ସମେତ ୩ ଆହତ
  • ||
  • ସମ୍ବଲପୁର : ବ୍ରେକ୍ ଫେଲ୍ ହେଲା ଚଳନ୍ତା ବସ୍‌, ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା
  • ||
  • କାମାକ୍ଷାନଗର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • ବିହାରରେ ବଦଳିବ ରାଜନୈତିକ ସମୀକରଣ : କଂଗ୍ରେସ-ଆରଜେଡି ସମର୍ଥନରେ ସରକାର ଗଢିବେ ନୀତିଶ !
  • ||
  • ଜୟପୁର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • କଣ୍ଟାବାଞ୍ଜି : ଗାଁ ନିକଟ ମହୁଲ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ଆତ୍ମହତ୍ୟା ନା’ ହତ୍ୟା ଅସ୍ପଷ୍ଟ
  • ||

ବାଲିଘାଟକୁ ନେଇ ଖଣ୍ଡାମାଡ଼ ! ଯୁବକ ଗୁରୁତର, ମେଡିକାଲରେ ଭର୍ତ୍ତି

4/07/2022 at 9:04 AM

ବାଲିପାଟଣା ୦୪।୦୭ :  ଯୁବକଙ୍କୁ ଖଣ୍ଡା ଚୋଟ । ଗୁରୁତର ଅବସ୍ଥାରେ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ଯୁବକ ହେଉଛନ୍ତି ବାଲିପାଟଣା ଥାନା ଝିଣ୍ଟିଶାସନ ଗ୍ରାମର ସୁଧାକର ଜେନା ।

ଖବର ଅନୁଯାୟୀ, ସୋମବାର ସକାଳୁ ସୁଧାକର ରାଜସ ମଠସାହି ଠାରେ ଥିଲେ । ଠିକ୍‌ ଏହି ସମୟରେ ୪ ଜଣ ଯୁବକ ୨ଟି ବୁଲେଟ୍ ରେ ଆସି ସୁଧାକରଙ୍କ ମୁଣ୍ଡକୁ ଏକ ଖଣ୍ଡାରେ ଚୋଟ ମାରିଥିଲେ । ଖଣ୍ଡା ଚୋଟରେ ସୁଧାକରଙ୍କ ମୁଣ୍ଡରେ ଖଣ୍ଡା ଟି ରହିଯାଇଥିଲା । ଆକ୍ରମଣ କରି ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛନ୍ତି | ସେପଟେ ଗୁରୁତର ସୁଧାକରଙ୍କୁ ପ୍ରଥମେ ବାଳକାଟି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ।  ପରେ ତୁରନ୍ତ ତାଙ୍କୁ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲ୍‌ ଭର୍ତ୍ତି କରାଯାଇଛି । ବାଲିଘାଟକୁ କେନ୍ଦ୍ର କରି ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି ।

   Related Posts